Masthead

ହାତୀ ଆକ୍ରମଣରେ ମହିଳା ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର । ମର୍ଣ୍ଣିଂ ୱାକରେ ଯାଇଥିବା ବେଳେ ମହିଳାଙ୍କୁ ଦଳି ଦେଲା ହାତୀ । ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ବାନାଞ୍ଚଳ ପାନବରଜ ଗାଁରେ । ମୃତ ମହିଳା ଜଣକ ସ୍ଥାନୀୟ ପାନବରଜ ଗାଁର କିରଣବାଳା ମାନ୍ଧାତା ବୋଲି ଜଣାପଡିଛି।

ଗୁରୁତର ହୋଇଥିବା ରମାମଣୀ ବେହେରାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀ କର୍ମଚାରୀ ଓ ସ୍ଥାନୀୟ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ସେପଟେ ମହିଳାଙ୍କ ଚିକିତ୍ସା ପାଇଁ କ୍ଷତିପୂରଣ ଦାବି କରି ରାସ୍ତାରୋକ କରିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ