Masthead

ରାଜଧାନୀରେ ମାତିଛନ୍ତି ସୁନ୍ଦରୀ ଲୁଟେରା, ଟାର୍ଗେଟରେ ଷ୍ଟେସନକୁ ଯାଉଥିବା ଯାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ସୁନ୍ଦରୀ ଲୁଟେରା । ସୁନ୍ଦର ଚେହେରା ଦେଖାଇ କରୁଛନ୍ତି ଲୁଟ । ଟାର୍ଗେଟରେ ଷ୍ଟେସନକୁ ଯାଉଥିବା ଯାତ୍ରୀ । ଜନପଥରେ ବୁଲୁଛନ୍ତି ସୁନ୍ଦରୀ, ଇସାରା ଦେଇ ଅନ୍ଧାରିଆ ଗଳି ରାସ୍ତାକୁ ଡାକୁଛନ୍ତି। ପାଟି କଲେ ରେପ୍ କେସର ଧମକ ଦେଉଛନ୍ତି ମାୟାବିନୀ । ବନ୍ଧା ହେଲେ ୨ ଲେଡି ଲୁଟେରା । ଭୁବନେଶ୍ୱରର ଜଣେ ଯୁବକ ଚେନାଇ ଯିବା ପାଇଁ ଟିକେଟ କାଟିବ ପାଇଁ ଷ୍ଟେସନ ଆସିଥିଲେ। ଟିକେଟ କାଟି ଯୁବକ ଜଣକ ଫେରୁ ଥିବା ବେଳେ ଟାର୍ଗେରର ଶିକାର ହୋଇଥିଲେ। ୨ ମହିଳାଙ୍କୁ ଗିରଫ କଲା ଖାରବେଳନଗର ଥାନା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ