Masthead

ମହିଳା ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଜେନାପୁର ପଞ୍ଚାୟତରେ ମହିଳା ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ । ମହିଳା ସରପଞ୍ଚ ସିପା ଲତା ମଲ୍ଲିକ । ସିପା ଗତ ୨୦୨୨ ମସିହାରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ସିପା ଜେନାପୁର ଦଳିତ ସାହିର ଶୁକଦେବ ମଲ୍ଲିକଙ୍କୁ ବିବାହ କରିଥିଲେ। ପାରିବାରିକ କଳହରୁ ମୃତ୍ୟୁ ହୋଇଥିବା ସୀପାଙ୍କ ଭାଇ ଅଭିଯୋଗ କରିଛନ୍ତି । ମୃତ ଦେହ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ