Masthead

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବଦଳି ଦାବିରେ ସ୍ୱୟଂସହାୟକ ଗୋଷ୍ଠୀର ମହିଳାଙ୍କ ଧାରଣା

ବସ୍ତା(ବଡ଼ ଖବର ବ୍ୟୁରୋ): ସିଡିପିଓଙ୍କ ଅଫିସରେ ତାଲା ପକାଇଲେ ମହିଳା । ବାଲେଶ୍ଵର ଜିଲ୍ଲା ବସ୍ତା ସିଡିପିଓଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ସିଡିପିଓଙ୍କ ଅଫିସରେ ତାଲା ପକାଇ ଅଫିସ୍ ସମ୍ମୁଖରେ ଧାରଣାରେ ବସିଲେ ବସ୍ତା ବ୍ଲକର ସମସ୍ତ ସ୍ୱୟଂସହାୟକ ଗୋଷ୍ଠୀର ମହିଳା । ସିଡିପିଓ ତାଙ୍କ ସ୍ୱାମୀଙ୍କ ପ୍ରରୋଚନାରେ ବିଭିନ୍ନ ସମୟରେ ସ୍ୱୟଂସହାୟକ ଗୋଷ୍ଠୀକୁ ହଇରାଣ କରୁଥିବା ନେଇ ଅଭିଯୋଗ ହୋଇଛି । ତେଣୁ ଏଭଳି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବଦଳି ଦାବିରେ ଅଫିସ ସମ୍ମୁଖରେ ବିକ୍ଷୋଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା