Masthead

ମହିଳାଙ୍କ ପ୍ରତିବାଦ

ହିନ୍ଦୋଳ(ବଡ଼ ଖବର ବ୍ୟୁରୋ): ହିନ୍ଦୋଳ ଏନଏସି ପକ୍ଷରୁ ଆହାର କେନ୍ଦ୍ରରେ ଗୋଟିଏ ମହିଳା ଗୋଷ୍ଠିକୁ ବେନିୟମ ଭାବେ ନିଯୁକ୍ତି ଦିଆଯାଇଛି । ଏହାର ପ୍ରତିବାଦରେ ୱାର୍ଡ ନମ୍ବର ୧୧ର ପ୍ରାୟ ୧୧ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଆଜି ଏନଏସି କାର୍ୟ୍ୟାଳୟକୁ ଘେରାଉ କରିଥିଲେ । ଏନଏସି ପକ୍ଷରୁ ଅଭିଯୋଗକାରୀ ମହିଳାଙ୍କ ନିକଟରୁ ଦାବିପତ୍ର ଗ୍ରହଣ କରାଯାଇଛି । ୩ ଦିନ ମଧ୍ୟରେ ଏହାର ସମାଧାନ କରିବାକୁ ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ