Masthead

ମହିଳା ଟି- ୨୦, ଆଜି ଇଂଲଣ୍ଡକୁ ଭେଟିବ ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଆଇସିସି ମହିଳା ଟି -୨୦ ବିଶ୍ୱକପରେ ଆଜି ଇଂଲଣ୍ଡକୁ ଭେଟିବ ଭାରତ । ବିଜୟ ଧାରା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ । କ୍ରମାଗତ ଭାବେ ୨ଟି ମ୍ୟାଚ ଖେଳି ଭାରତ ଦମଦାର ପ୍ରଦର୍ଶନ କରିଥିବା ବେଳେ ତୃତୀୟ ମ୍ୟାଚରେ ଇଂଲଣ୍ଡକୁ ହରାଇ ହାଟ୍ରିକ ବିଜୟ ହାସଲ ଲକ୍ଷ୍ୟ ରଖିଛି । ଦୁଇଟି ମ୍ୟାଚରେ ବିଜୟୀ ହୋଇଥିବାରୁ ତୃତୀୟ ମ୍ୟାଚ ପାଇଁ ଭାରତୀୟ ଖେଳାଳୀଙ୍କ ମନୋବଳ ଦୃଢ ରହିଛି ।

ତେବେ ଟିମ୍ ବି ପଏଣ୍ଟ ଟେବୁଲରେ ଭାରତ ଏବେ ୪ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଇଂଲଣ୍ଡ ୪ ପଏଣ୍ଟ ସହ ପ୍ରଥମ ସ୍ଥାନରେ ରହିଛି । ଉଭୟ ମହିଳା ଟି ୨-୦ ବିଶ୍ୱକପରେ ଦୁଇଟି ଲେଖାଏଁ ମ୍ୟାଚ ଖେଳି ସମାନ ପଏଣ୍ଟ ହାସଲ କରିଛନ୍ତି । ଏହି ଦୁଇ ଦଳ ମଧ୍ୟରେ ଆଜିର ମ୍ୟାଚ କାହା ସପକ୍ଷରେ ଯାଉଛି ତାହା ଉପରେ ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ