Masthead

ମହିଳା ଟି-୨୦ ବିଶ୍ୱକପ୍, ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ସେମିଫାଇନାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହିଳା ଟି-୨୦ ବିଶ୍ୱକପ୍ । ଆଜି ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ସେମିଫାଇନାଲ । ଇଂଲଣ୍ଡ ଓ ଆୟୋଜକ ଦକ୍ଷିଣ ଆଫ୍ରିକା ମଧ୍ୟରେ ମୁକାବିଲା ହେବ। ଅଷ୍ଟ୍ରେଲିଆ ପରେ ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଇତିହାସରେ ଇଂଲଣ୍ଡ ୨ୟ ସଫଳ ଦଳ। ୨୦୦୯ରେ‌ ଏହା ଚମ୍ପିଆନ୍ ହେବା ପରେ ୩ ଥର ରନର୍ସଅପ୍ ହୋଇଛି । ଏହାକୁ ମିଶାଇ ଇଂଲଣ୍ଡ ୭ମ ଥର ସେମିଫାଇନାଲ ଖେଳିବ। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରିକା ମୋଟ ୮ଟି ସଂସ୍କରଣରୁ ୩ୟ ଥର ସେମିରେ ପହଞ୍ଚିଛି। ଗ୍ରୁପ୍-୨ରେ ଥିବା ଇଂଲଣ୍ଡ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ଯେପରି ପ୍ରାଧାନ୍ୟ ବିସ୍ତାରକରି ଜିତିଥିଲା ; ତାହା ଦଳକୁ ଦୃଢ଼ ମନୋବଳ ପ୍ରଦାନ କରିଥିଲା। ଇଂଲଣ୍ଡ ୨୦ ଓଭରରେ ୨୧୩ ରନ୍‌ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା