Masthead

ମହିଳା ଟି-୨୦ ବିଶ୍ୱକପ ଫାଇନାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ମହିଳା ଟି-୨୦ ବିଶ୍ୱକପ ଫାଇନାଲ । ମୁହାମୁହିଁ ହେବେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା । ପ୍ରଥମ ଥର ପାଇଁ ଚାମ୍ପିୟନ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା । କିଏ ଜିତିବ ଟ୍ରଫି ଆଜି ମୁକାବିଲା ପରେ ସ୍ପଷ୍ଟ ହେବ । ଫାଇନାଲ୍‌ରେ ୫ ଥର ବିଶ୍ବ ବିଜେତା ଅଷ୍ଟ୍ରେଲିଆକୁ ସାମ୍‌ନା କରିବ ଦକ୍ଷିଣ ଆଫ୍ରିକା ।

ଉଭୟ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଗ୍ରୁପ୍‌-୧ରେ ସ୍ଥାନ ପାଇଥିଲା ବେଳେ ଦୁହେଁ ମଧ୍ୟ ଫାଇନାଲ୍‌ ଲଢ଼େଇରେ ପହଞ୍ଚିଛନ୍ତି । ଫାଇନାଲ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଟକ୍କର ଦେବାକୁ ହେଲେ ଲୌରା ଉଲ୍‌ଭର୍ଟ, ତାମିନ ବ୍ରିଟ୍‌ସ, ଅଲ୍‌ରାଉଣ୍ଡର ମାରିଜାନେ କାପ୍‌ଙ୍କୁ ଇଂଲଣ୍ଡ ବିପକ୍ଷ ସେମିଫାଇନାଲ୍‌ ପ୍ରଦର୍ଶନକୁ ଦୋହରାଇବାକୁ ପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ