Masthead

ମହିଳା ବିଶ୍ୱକପ, ବ୍ଲୁ ଆର୍ମିର ଲଗାତର ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହିଳା ଟି -୨୦ ବିଶ୍ୱକପରେ ଭାରତକୁ ମିଳିଛି ଦ୍ୱିତୀୟ ବିଜୟ । ୱେଷ୍ଟଇଣ୍ଡିଜକୁ ୬ ୱିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହି ବିଜୟ ସହିତ ସେମିଫାଇନାଲର ନିକଟତର ହୋଇଛ ବ୍ଲୁ ଆର୍ମି। ଚଳିତ ବିଶ୍ୱକପରେ ଏହା ଭାରତର କ୍ରମାଗତ ଦ୍ୱିତୀୟ ବିଜୟ। ଏଥିସହିତ ଟିମ୍ ଇଣ୍ଡିଆ ୱିଣ୍ଡିଜ୍ ବିପକ୍ଷରେ କ୍ରମାଗତ ୮ଥର ଟି -୨୦ ମ୍ୟାଚ ଜିତିଛି।

ଟସ୍ ଜିତିବା ପରେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ୍ ନିର୍ଦ୍ଧାରିତ ଓଭରରେ ୬ ୱିକେଟ୍ ଦେଇ ୧୧୮ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଟିମ୍ ଇଣ୍ଡିଆ ୧୯ ଓଭରରେ ୪ ବୋଲରେ ବିଜୟ ପାଇଁ ଆବଶ୍ୟକ ରନ୍ ସଂଗ୍ରହ କରିଛି। ଏହି ବିଜୟରେ ଅଧିନାୟକ ହରମାନପ୍ରୀତ ଓ ରିଚା ଘୋଷଙ୍କ ମଧ୍ୟରେ ୭୨ ରନର ପାର୍ଟନରସିପ ବଳରେ ସହଜରେ ବିଜୟ ହାସଲ କରିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ