ବିନା ଟଙ୍କାରେ ଭୁବନେଶ୍ୱରରୁ ୫ ଥର ଜିତିଛି: ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଭବନରେ ବସିଥିବା ଦଳର ଖୋର୍ଦ୍ଧା-ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବରିଷ୍ଠ ଉପସଭାପତି ପ୍ରସନ୍ନ ପାଟ୍ଟଶାଣୀ । କହିଛନ୍ତି ମୋର ବୟସ ଅଛି, ଶକ୍ତି ଅଛି, ସାମର୍ଥ୍ୟ ଅଛି କାହିଁକି ଲଢ଼ିବନି । ଯଦି ଦଳ ଚାହେଁ ମୁଁ ନିଶ୍ଚିତ ଲଢ଼ିବି ।

ମୁଁ ବିନା ଟଙ୍କାରେ ଭୁବନେଶ୍ୱରରୁ ୫ ଥର ଜିତିଛି । ମୁଁ କହିପାରିବିନି ମୁଁ କେଉଁଠି ଲଢ଼ିବି । ମୁଁ କହିବି ମାନେ ମୋ ଟିକେଟଟା କଟିଯିବ । ମୋ ଟିକେଟ ଟା ଥୁଆ ହୋଇଛି । ତୁମକୁ କହି ଟିକେଟଟା କାହିଁକି କାଟିବି ବୋଲି କହିଛନ୍ତି ଦଳର ବରିଷ୍ଠ ଉପସଭାପତି ପ୍ରସନ୍ନ ପାଟଶାଣୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!