Masthead

କେନ୍ଦ୍ରାପଡ଼ାରେ କାଠ ମାଫିଆଙ୍କ ରାଜ୍

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଜଙ୍ଗଲ କ୍ଷୟ ଯୋଗଁ ଜଳବାୟୁରେ ଘଟୁଛି ଘୋର ପରିବର୍ତ୍ତନ । ଏ ନେଇ ବିଶ୍ୱ ସମୁଦାୟ ଚିନ୍ତା ପ୍ରକଟ କରୁଥିବା ବେଳେ କେନ୍ଦ୍ରାପଡ଼ା ବନ ବିଭାଗର ଏଥିପ୍ରତି ନିଘା ନାହିଁ । କେନ୍ଦ୍ରାପଡ଼ା ଜିଲ୍ଲା କନିକା ବନଖଣ୍ଡର ବରାଡିଆ ପଞ୍ଚାୟତ କାର୍ଯ୍ୟାଳୟ ପଛରେ ଓ ମଲି ସାହାଡ଼ା ସ୍କୁଲ ପଡିଆ ନିକଟରେ ପଡିଛି ଶତାଧିକ କଟାହୋଇଥିବା ମୂଲ୍ୟବାନ ଗଛ । ଯାହାକୁ ନେଇ ଚିନ୍ତାରେ ପରିବେଶବିତ । ଗଛକଟକୁ ନେଇ କିଛି ଲୋକ କନିକା ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିବା ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ କାଠ ମାଫଆମାନେ ଖୁଲମଖୋଲା ବୁଲୁଛନ୍ତି । ଫଳରେ ସାଧାରଣରେ ଅସନ୍ତୋଷ ଲାଗିରହିଛି । କେବଳ କନିକା କିମ୍ବା ରାଜକନିକା ନୁହେଁ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର, ମହାକାଳପଡ଼ା, ଖରୀନାସି, ଯମ୍ବୁ ଆଦି ଅଞ୍ଚଳରେ କାଠ ମାଫିଆ ସକ୍ରିୟ ଥିବା ବେଳେ କାର୍ଯ୍ୟାନୁଷ୍ଠାନ ଶୂନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା