Masthead

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶ୍ରମିକ ଗୁରୁତର

ବିନିକା (ବଡ଼ ଖବର ବ୍ୟୁରୋ): ସିଂଘିଯୁପା ଗ୍ରାମରେ ଅଘଟଣ । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ଗୁରୁତର । ବିନିକା ଡାକ୍ତର ଖନନରେ ଭର୍ତ୍ତି । ସୂଚନା ଅନୁସାରେ ଆଜି ସକାଳୁ ସିଂଘିଯୁପା ଗ୍ରାମରେ ଜକର ସେକ ନାମକ ଜଣେ ବଙ୍ଗାଳୀ ରାଜ ମିସ୍ତ୍ରୀ ଶ୍ରମିକ ଘର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ ।

ତେବେ ସକାଳ ପ୍ରାୟ ୮ଘଣ୍ଟା ୩୦ରେ ଘର ଉପରେ ଯାଇଥିବା ୧୧କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତଳେ ପଡ଼ିଯାଇଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଏକ କାରରେ ନେଇ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ