Masthead

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶ୍ରମିକ ଗୁରୁତର

ବିନିକା (ବଡ଼ ଖବର ବ୍ୟୁରୋ): ସିଂଘିଯୁପା ଗ୍ରାମରେ ଅଘଟଣ । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ଗୁରୁତର । ବିନିକା ଡାକ୍ତର ଖନନରେ ଭର୍ତ୍ତି । ସୂଚନା ଅନୁସାରେ ଆଜି ସକାଳୁ ସିଂଘିଯୁପା ଗ୍ରାମରେ ଜକର ସେକ ନାମକ ଜଣେ ବଙ୍ଗାଳୀ ରାଜ ମିସ୍ତ୍ରୀ ଶ୍ରମିକ ଘର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ ।

ତେବେ ସକାଳ ପ୍ରାୟ ୮ଘଣ୍ଟା ୩୦ରେ ଘର ଉପରେ ଯାଇଥିବା ୧୧କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତଳେ ପଡ଼ିଯାଇଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଏକ କାରରେ ନେଇ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା