Masthead

ଧଡକନେ ହୋ ରାହା ହେ ତେଜ୍…ମାତ୍ର କିଛି ଘଣ୍ଟାର ଅପେକ୍ଷା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅହମ୍ମଦାବାଦରେ ମହାସମର । ଭାରତ-ଅଷ୍ଟ୍ରେଲିଆ ଫାଇନାଲ ମୁକାବିଲା । ୨୦୦୩ ବିଶ୍ବକପ୍ ଫାଇନାଲ ପରାଜୟର ପ୍ରତିଶୋଧ ନେବାକୁ ଭାରତ ପ୍ରସ୍ତୁତ । ଆଉ କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ କ୍ରିକେଟ ବିଶ୍ୱକପର ଫାଇନାଲ ଫାଇଟ୍ । ୨୦ ବର୍ଷ ପରେ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହେବେ ଦୁଇ ଦଳ । ୨୦୦୩ରେ ହୋଇଥିବା ମୁକାବିଲାରେ ପରାସ୍ତ ହୋଇଥିଲା ଭାରତ । ଏଥର ପ୍ରତିଶୋଧ ନେବାର ସୁଯୋଗ ରହିଛି ରୋହିତ ବାହିନୀଙ୍କ ପାଖରେ ।

ଭାରତ ତୃତୀୟ ଥର ବିଶ୍ବ ବିଜୟୀ ହେବାକୁ ଲକ୍ଷ୍ୟ ରଖିଥିବା ବେଳେ ଟିମ୍ ଅଷ୍ଟେଲିଆ ଷଷ୍ଠ ଥର ଚାମ୍ପିୟନ ମୁକୁଟ ପିନ୍ଧିବାକୁ ଆପ୍ରାଣ ଉଦ୍ୟମ କରିବ । ଭାରତ ପାଇଁ ଉଭୟ ବ୍ୟାଟିଂ ଓ ବୋଲିଂ ଗୁରୁତ୍ବପୂର୍ଣ୍ଣ ରହିବ । ବ୍ୟାଟିଂରେ ରୋହିତ ଏବଂ ବିରାଟ ଶତକ ଛିଡ଼ା କରିପାରନ୍ତି । ସେହିପରି ବୋଲିଂରେ ପ୍ରଥମ ୧୦ ଓଭରରେ କଙ୍ଗାରୁ ଟିମକୁ ଝଟକା ଦେଲେ ବିଶ୍ବକପ ଉପରେ କବଜା ନିଶ୍ଚିତ । ଆଜିର ମହାମୁକାବିଲା ଲାଗି ଭାରତ ବୋଲିଂରେ କିଛିଟା ପରିବର୍ତ୍ତନ ମଧ୍ୟ କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା