Masthead

ବିଶ୍ୱ ପରିବେଶ ଦିବସରେ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) :ବିଶ୍ୱ ପରିବେଶ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ସରକାରଙ୍କ ସହ ୨୦୦ଟି ଇଲେକ୍ଟି୍ରକ୍ ବସ୍ କୁ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀର ଉପଜିଲ୍ଲାପାଳ ଭି.କେ ସକ୍ସେନା, ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଏବଂ ଦିଲ୍ଲୀ କ୍ୟାବିନେଟ୍ ମନ୍ତ୍ରୀ ମନଜିନ୍ଦର ସିଂହ ସିରସ ମଧ୍ୟ ସେଠାରେ ଉପସ୍ଥିତ ଥିଲେ । ବିଶ୍ୱ ପରିବେଶ ଦିବସରେ ସେ ‘ଏକ୍ ପେଡ୍ ମା କେ ନାମ୍’ ପଦକ୍ଷେପ ଅଧିନରେ ଏକ ଗଛ ମଧ୍ୟ ଲଗାଇଛନ୍ତି । ଏହା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ତାଙ୍କ ସରକାରୀ ବାସଭବନରେ ସହ ନୂଆଦିଲ୍ଲୀରେ ଏକ ସିନ୍ଦୂର ଚାରା ଲଗାଇ ବିଶ୍ୱ ପରିବେଶ ଦିବସର ଶୁଭେଚ୍ଛା ଜଣାଇଥିଲେ । କିଛି ଦିନ ତଳେ ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା । ପହଲଗାମ୍ ଆକ୍ରମଣରେ ରକ୍ତର ନଦୀ ବହିଥିଲା । ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଅପରେସନର ନାମ ‘ଅପରେସନ ସିନ୍ଦୂର’ ଥିଲା । ସେଥି ପାଇଁ ବିଶ୍ୱ ପରିବେଶ ଦିବସରେ କଚ୍ ମହିଳା ମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିନ୍ଦୁର ନାମର ଏକ ଚାରା ଉପହାରରେ ଦେଇଥିଲେ । ଯେଉଁ ମହିଳା ମାନେ ୧୯୭୧ ମସିହାରେ ଭାରତ-ପାକିସ୍ତାନ ଯୁଦ୍ଧରେ ସାହାସ ଦେଖାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ