Masthead

ବିଶ୍ୱ ବିନ୍ଧାଣୀ ବିଶ୍ୱକର୍ମା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା । ତ୍ୱଷ୍ଟା ନାମରେ ସେ ବିଦିତ । ଦିବ୍ୟ ବସ୍ତ୍ର ପରିହିତ, ନାନାଦି ରତ୍ନାଳଙ୍କାରରେ ବିଭୂଷିତ । ସେ ମହାଜ୍ଞାନୀ, କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର, ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ।

ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୁରାଣରେ ବର୍ଣ୍ଣନା ରହିଛି । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ସେ ସୃଷ୍ଟି ସର୍ଜନା କରିଥିଲେ । ସେ ସକଳ ଶିଳ୍ପକଳାର ଜନକ । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜ୍ୟରେ କୋଭିଡ କଟକଣା ମଧ୍ୟରେ ଶିଳ୍ପ ନଗରୀରେ ବିଶ୍ୱକର୍ମାଙ୍କ ପୂଜା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି । ବିଶେଷ କରି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି