Masthead

ଆର୍ଥିକ ସହାୟତା ବଣ୍ଟନବେଳେ ଦଳାଚକଡା, ୭୮ରୁ ଅଧିକ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆର୍ଥିକ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ ଦଳାଚକଡା , ୭୮ରୁ ଅଧିକ ମୃତ । ଅନେକ ଲୋକ ଆହତ । ପବିତ୍ର ଇସ୍‌ଲାମୀୟ ମାସ ରମ୍‌ଜାନ୍‌ର ଶେଷରେ ପଡୁଥିବା ‘ଇଦ୍‌ ଉଲ୍‌-ଫିତର୍‌’ ଅବ୍ୟବହିତ ପୂର୍ବରୁ ଆରବୀୟ ଉପଦ୍ବୀପର ଦରିଦ୍ରତମ ରାଷ୍ଟ୍ର ୟେମେନ୍‌ରେ ଏଭଳି ଦୁଃଖଦାୟକ ଘଟଣା ଘଟିଛି।ହୌଥୀର ଜଣେ ନିରାପତ୍ତା ଅଧିକାରୀ କହିଛନ୍ତି, ରାଜଧାନୀର ବାବ୍‌ ଅଲ୍‌-ୟେମେନ୍‌ ଜିଲ୍ଲାରେ ଦଳଚକଟା ଯୋଗୁଁ ଅନ୍ୟୂନ ୮୫ଜଣଙ୍କର ମୃତ୍ୟୁ ଘଟିଛି ଓ ୩୨୨ଜଣ ଆହତ ହୋଇଛନ୍ତି।

ଏକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିଲା ଯେଉଁଠାରେ ଶହ ଶହ ଲୋକ ଏଠି ଏକାଠି ହେଇଥିଲେ। ସେପଟେ ଦୁଇଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ ଏହି ଟଙ୍କା ନେବା ପାଇଁ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ। ଅନ୍ୟପଟେ ଗୃହ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେକୁ ଦୁଇଜଣ ବ୍ୟବସାୟୀ ଆୟୋଜନ କରିଛନ୍ତି । ଉଭୟଙ୍କୁ ଗିରଫ କରାଯାଇଛି। ମାମଲାର ତଦନ୍ତ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ