Masthead

ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ: ଭାରତକୁ ଆବଶ୍ୟକ ୨୮୦ ରନ, ଅଷ୍ଟ୍ରେଲିଆକୁ ଆବଶ୍ୟକ ୭ଟି ୱିକେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଓ ଅଷ୍ଟ୍ରଲିଆ ମଧ୍ୟରେ ଜାରି ରହିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ ମ୍ୟାଚର ଚତୁର୍ଥ ଦିନ ଖେଳ ଶେଷ ହୋଇଛି । ଆଜି ୫ମ ତଥା ଅନ୍ତିମ ଦିନ । ତେବେ ରୋଚକ ହେବାକୁ ଯାଉଛି ଏହି ମ୍ୟାଚ। ଶନିବାର ଖେଳ ଶେଷ ସୁଦ୍ଧା ଭାରତ ୩ ୱିକେଟ ହରାଇ ୧୬୪ ରନ ସଂଗ୍ରହ କରିଛି । ଏହା ସହ ଆଇସିସି ଟ୍ରଫି ହାତେଇବା ପାଇଁ ଭାରତକୁ ପଞ୍ଚମ ତଥା ଶେଷ ଦିନରେ ଆଉ ୨୮୦ ରନ ଆବଶ୍ୟକ କରୁଥିବା ବେଳେ ବିପକ୍ଷ ଦଳ ଅଷ୍ଟ୍ରେଲିଆକୁ ଆବଶ୍ୟକ ୭ଟି ୱିକେଟ ।

ଗୋଟିଏ ପଟେ ଅଷ୍ଟ୍ରେଲିଆ ଦମଦାର ବୋଲିଂ କରୁଥିବା ବେଳେ ଟିମ୍ ଇଣ୍ଡିଆ ସର୍ତକତାର ସହ ବ୍ୟାଟିଂ କରୁଛି । ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ବିରାଟ କୋହଲି ୪୪ ରନ ଏବଂ ରାହାଣେ ୨୦ ରନ କରି ଅପରାଜିତ ଅଛନ୍ତି । ତେବେ ଫର୍ମରେ ଥିବା ବିରାଟ କୋହଲି ଓ ପ୍ରଥମ ଇନିଂସରେ ସଫଳତମ ବ୍ୟାଟ୍‌ସମ୍ୟାନ୍ ଅଜିଙ୍କ୍ୟ ରାହା‌ଣେ କ୍ରିଜ୍‌ରେ ଥିବା ପର୍ଯ୍ୟନ୍ତ ସବୁକିଛି ସମ୍ଭବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା