Masthead

ବିଶ୍ୱ କରୋନା: ମୃତ୍ୟୁ ସଂଖ୍ୟା୧୧ ଲକ୍ଷ ଟପିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ଥମିବାର ନାଁ ଧରୁନାହିଁ । ବିଶ୍ୱର ମୋଟ ୨୧୪ ଦେଶକୁ ବ୍ୟାପିଛି ମହାମାରୀ କରୋନା । ବିଶ୍ୱରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧ ଲକ୍ଷ ପାର କରିସାରିଲାଣି । ମୋଟ ୧୧ ଲକ୍ଷ ୦୨ ହଜାର ୩୯୮ଜଣଙ୍କ ଜୀବନ ନେଇ ସାରିଛି କରୋନା । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯୧ ଲକ୍ଷ ୫୦ ହଜାର ୬୪୪ ରହିଛି । ଏଥି ମଧ୍ୟରୁ ୨ କୋଟି ୯୩ ଲକ୍ଷ ୬୨ ହଜାର ୧୫୧ଜଣ ଏହି ମହାମାରୀରୁ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ