Masthead

ବିଶ୍ୱ କରୋନା: ମୃତ୍ୟୁସଂଖ୍ୟା ୧୧ ଲକ୍ଷ ୩୫ ହଜାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ଥମିବାର ନାଁ ନେଉନାହିଁ । ବଢିବଢି ଚାଲିଛି ସଂକ୍ରମଣ ସଂଖ୍ୟା । ବିଶ୍ୱରେ ମୋଟ ୨୧୫ ଦେଶକୁ ବ୍ୟାପିଛି ମହାମାରୀ କରୋନା । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୧୧ ଲକ୍ଷ ୩୫ ହଜାର ପାର ହୋଇଛି । କରୋନାଜନିତ ମୃତ୍ୟୁସ୍ୟାଂ ୧୧ ଲକ୍ଷ ୩୫ ହଜାର ୬୩୫କୁ ବୃଦ୍ଧି ପାଇଛି । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୧୪ ଲକ୍ଷ ୫୮ ହଜାର ୮୧୩କୁ ଛୁଇଥିବା ବେଳେ ୩ କୋଟି ୮ଲକ୍ଷ ୫୨ ହଜାର ୧୫୫ ଏହି ମହାମାରୀ କବଳରୁ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ