Masthead

ବିଶ୍ୱକପ୍ ହକି ୨୦୨୩ ଆୟୋଜନ ପାଇଁ ଚାଲିଛି ପ୍ରସ୍ତୁତି

ରାଉରକେଲା(ବଡ଼ ଖବର ବ୍ୟୁରୋ): ୨୦୧୮ରେ ସଫଳତାରେ ସହ ଓଡ଼ିଶା ହକିବିଶ୍ୱକପ ଆୟୋଜନ କରିଥିଲା । ଏହି ବିଶ୍ୱକପ ଆୟୋଜନ ପରେ ସାରା ବିଶ୍ୱରେ ବାହା ବାହା ନେଇଥିଲା ଓଡ଼ିଶା । ପୁଣି ଥରେ ଏହି ଇତିହାସକୁ ଦେହରାଇବାକୁ ଯାଉଛି ଓଡ଼ିଶା । ୨୦୨୩ରେ ପୁଣି ଥରେ ଓଡ଼ିଶାରେ ଆୟୋଜନ ହେବାକୁ ଯାଉଛି ହକି ବିଶ୍ୱକପ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସମେତ ରାଉଲକେଲାରେ ଏହି ଟୁର୍ଣ୍ଣାମେଣ୍ଟର ମ୍ୟାଚ ଆୟୋଜନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଭିତ୍ତିଭୂମି ବିକାଶ ପାଇଁ ପଦକ୍ଷେପ ଆରମ୍ଭ ହୋଇଛି । ରାଜ୍ୟ କ୍ରୀଡା ବିଭାଗର ଅଧିକାରୀ ନିୟମିତ ବ୍ୟବଧାନରେ ରାଉଲକେଲା ଗସ୍ତ କରି ସ୍ଥିତ ପରଖୁଛନ୍ତି ।ଆଜି ଆର୍ନ୍ତଜାତୀୟ ହକି ମହାସଂଘର ସଭାପତି ନରେନ୍ଦ୍ର ବାତ୍ରା ରାଉଲକେଲା ପହଞ୍ଚି ଷ୍ଟାଡିୟମର ଭିତ୍ତିଭୂମି ଯାଞ୍ଚ କରିଥିଲେ । ହକି ଷ୍ଟାଡିୟମର ସିଟ୍ ବ୍ୟବସ୍ଥା, ଶୌଚାଳୟ, ଡ୍ରେସିଂ ରୁମ, ଖେଳ ପଡ଼ିଆ ଉନ୍ନତୀକରଣ ବିଷୟରେ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ