Masthead

ବାଘ ମୃତ୍ୟୁକୁ ନେଇ ଚିନ୍ତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମାସକରେ ଦେଶ ହରାଇଛି ୨୪ ବାଘ । ବାଘଙ୍କ ମୃତ୍ୟୁକୁ ନେଇ ବଢିଲା ଚିନ୍ତା । ଏନଟିସିଏର ରିପୋର୍ଟ ଅନୁସାରେ, ୨୦୧୨ ରୁ ୨୦୨୨ ମଧ୍ୟରେ ଦେଶରେ ୧୨୮ଟି ବାଘଙ୍କ ମୃତ୍ୟୁ ହୋଇଛି । ଅଧିକାଂଶ ବାଘଙ୍କ ମୃତ୍ୟୁ ପ୍ରାକୃତିକ କାରଣରୁ ହୋଇଥିବା କୁହାଯାଉଛି ।ଚଳିତ ବର୍ଷ ଜାନୁଆରୀ ମାସରେ ହିଁ ଦେଶରେ ୨୪ଟି ବାଘଙ୍କ ମୃତ୍ୟୁ ହୋଇଛି ।

ଗତ ୩ ବର୍ଷ ମଧ୍ୟରେ ଏହା ଗୋଟିଏ ମାସରେ ସବୁଠୁ ବଡ ମୃତ୍ୟୁ ସଂଖ୍ୟା । ଗତ ବର୍ଷ ଜାନୁଆରୀ ମାସରେ ୧୬ଟି ବାଘଙ୍କ ମୃତ୍ୟୁ ହୋଇଥିବାବେଳେ ୨୦୨୧ ଜାନୁଆରୀ ପାଖାପାଖି ୨୦ଟି ବାଘଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି । ଦେଶରେ ୩୦୦୦ରୁ ଅଧିକ ବାଘ ଅଛନ୍ତି । ଚଳିତବର୍ଷ ସର୍ବାଧିକ ବାଘ ମୃତ୍ୟୁ ମଧ୍ୟପ୍ରଦେଶରେ ହୋଇଛି । ଏହାପରେ ବାଘ ମୃତ୍ୟୁରେ ରହିଛି ମହାରାଷ୍ଟ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ