Masthead

ବାତ୍ୟାକୁ ନେଇ ବଢିଲା ଆଶଙ୍କା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ବାତ୍ୟାକୁ ନେଇ ବଢିଲା ଆଶଙ୍କା । ୭ ରେ ଲଘୁଚାପ, ୮ ରେ ନେଇପାରେ ଅବପାତର ରୂପ । ୯ରେ ବାତ୍ୟାର ରୂପ ନେବା ଆଶଙ୍କା ରହିଛି । ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ଅବପାତର ରୂପ ନେବା ପରେ ଏହା କ୍ରମଶଃ ଉତ୍ତର ଦିଗକୁ ଗତି କରିବ । ସେପଟେ ସାମୁଦ୍ରିକ ଝଡ଼ ନେଇ ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ