Masthead

ଜ୍ଞାନବ୍ୟାପି ମସଜିଦରେ ପୂଜା କଲେ ପୂଜକ, ଶ୍ରଦ୍ଧାଳୁଙ୍କ ଭିଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜ୍ଞାନବ୍ୟାପୀ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ବାରଣାସୀ କୋର୍ଟ। ହିନ୍ଦୁ ପକ୍ଷଙ୍କୁ ପୂଜା କରିବା ପାଇଁ ଅଧିକାର ମିଳିଛି । ବ୍ୟାସ ତହଖାନାରେ ହିନ୍ଦୁପକ୍ଷମାନେ ପୂଜା କରିପାରିବେ ବୋଲି କୋର୍ଟ ବୁଧବାର ଅନୁମତି ଦେଇଛନ୍ତି। ୭ ଦିନ ମଧ୍ୟରେ ବ୍ୟବସ୍ଥା କରିବାକୁ ପ୍ରଶାସନଙ୍କୁ ନିଦ୍ଦେର୍ର୍ଶ ଦେଇଛନ୍ତି ବାରାଣାସୀ ଜିଲା ଜଜ ଡକ୍ଟର ଅଜୟ କୃଷ୍ଣ ବିଶ୍ୱେଶ। ୩୦ବର୍ଷ ପରେ ଆଜି ସକାଳୁ ଜ୍ଞାନବ୍ୟାପୀ ମସଜିଦରେ ହିନ୍ଦୁପକ୍ଷଙ୍କ ପୂଜାର୍ଚ୍ଚନା ।

କୋର୍ଟଙ୍କ ଅନୁମତି ପରେ ଭୋରରୁ ପୂଜକ କରିଛନ୍ତି ପୂଜାର୍ଚ୍ଚନା । ଗତକାଲି ମାମଲାର ଶୁଣାଣି ପରେ ହିନ୍ଦୁ ପକ୍ଷଙ୍କୁ ପୂଜାର୍ଚ୍ଚନା ପାଇଁ କୋର୍ଟ ନିଷ୍ପତ୍ତି ନେଇଥିଲେ । ଆଜି ରାତି ୩ଟାରୁ କାଶୀ ବିଶ୍ୱନାଥ ମନ୍ଦିରର ପୂଜକ ମାନଙ୍କ ଦ୍ୱାରା ‘ବ୍ୟାସ୍ କା ତହଖାନା’ରେ ପୂଜାର୍ଚ୍ଚନା ଆରମ୍ଭ ହୋଇଛି । ୩୦ବର୍ଷ ପରେ ପୁଣିଥରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବା ବେଳେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏହି ପୂଜାର୍ଚ୍ଚନାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି