Masthead

ଧାରଣାରେ କୁସ୍ତିଯୋଦ୍ଧା, ଆଜି ଦାଖଲ ହୋଇପାରେ ଚାର୍ଜସିଟ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଏବେ ବି ଧାରଣାରେ କୁସ୍ତିଯୋଦ୍ଧା । କୁସ୍ତିଯୋଦ୍ଧାଙ୍କୁ ମିଳିନି ନ୍ୟାୟ । ଆଜି ଦାଖଲ ହୋଇପାରେ ଚାର୍ଜସିଟ୍ । ଜୁନ୍ ୧୫ ତାରିଖ ସୁଦ୍ଧା ପୋଲିସ ତଦନ୍ତ ସାରି ଚାର୍ଜସିଟ ଦାଖଲ କରାଯିବ ବୋଲି କହିଥିଲେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । ଆଜି ଚାର୍ଜସିଟ ଦାଖଲ ନହେଲେ ଧାରଣା ଆଗକୁ ଜାରି ରହିବ ବୋଲି କହିଛନ୍ତି କୁସ୍ତିଯୋଦ୍ଧା ।

ଧାରଣା ସମୟରେ କୁସ୍ତିଯୋଦ୍ଧାଙ୍କ ଉପରେ ରୁଜୁ ହୋଇଥିବା ମାମଲା ମଧ୍ୟ ଫେରସ୍ତ ହେବ ବୋଲି ଅନୁରାଗ ଠାକୁର କହିଛନ୍ତି । ଏଥିସହ ଯୋଦ୍ଧାଙ୍କୁ ସୁରକ୍ଷା ଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ ମନ୍ତ୍ରୀ । ଗତ ଏପ୍ରିଲ ୨୮ରେ ଯନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନକୁ ନେଇ ରେସଲରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର କରାଯାଉ ବୋଲି ଦାବି ରଖିଥିଲେ କୁସ୍ତି ଯୋଦ୍ଧା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି