Masthead

ଦରମା ବୃଦ୍ଧି ପାଇଁ ବିଡିଓଙ୍କୁ ଚିଠି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦରମା ବୃଦ୍ଧି ନିମନ୍ତେ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଇସି ମେମ୍ବର । କଟକ ଜିଲ୍ଲା ବାରଙ୍ଗ ବ୍ଲକର ୧୬ଟି ପଂଚାୟତର ସମସ୍ତ ଇସି ମେମ୍ବରମାନେ ନିଜର ସ୍ଥାୟୀ ପଦବୀ ଏବଂ ଦରମା ୧ହଜାରରୁ ୧୦ହଜାରକୁ ବୃଦ୍ଧି ନିମନ୍ତେ ବାରଙ୍ଗ ବିଡ଼ିଓଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି ଫ ସେପଟେ ବିଏଲଏଫର ସଭାନେତ୍ରୀ ସୁମିତ୍ରା ପ୍ରଧାନ ଅଧା ବାଟରେ ଅଟକାଇବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣିଛନ୍ତି ମେମ୍ବରମାନେ ।

ଏପରି ଘଟଣା ସମ୍ପର୍କରେ ଜାଣିବା ପରେ ମେମ୍ବରଙ୍କ ପାଖରେ ପଂହଚିଥିଲେ ବାରଙ୍ଗ ୩୨ନମ୍ବର ଜିଲ୍ଲାପରିଷଦ ଶ୍ରୀଯୁକ୍ତ ତୁଷାରକାନ୍ତ ଚକ୍ରବର୍ତ୍ତୀ । ସରକାର ରାଜ୍ୟବାସୀଙ୍କ ବିଭିନ୍ନ ଦାବି ପୂରଣ କରୁଥିବାବେଳେ କାହିଁକି ଏମାନଙ୍କ ଦାବି ଶୁଣୁନାହାନ୍ତି ବୋଲି ପ୍ରଶ୍ନ ଉଠୁଛି । ଦାବି ପୂରଣ ନହେଲେ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ବାଧ୍ୟ ହେବେ ବୋଲି ଇସି ମେମ୍ବର ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼