Masthead

ଯାହା ଦାବି ଅଛି ଲେଖିକି ଦିଅନ୍ତୁ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯାହା ଦାବି ଅଛି ଲେଖିକି ଦିଅନ୍ତୁ । ମୋର ଆଶା କେନ୍ଦ୍ର ସରକାର ନିଶ୍ଚୟ ପଦକ୍ଷେପ ନେବେ । ଏଭଳି କହିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଅପରାଜିତା କହିଛନ୍ତି ବର୍ତମାନ ଏକ ଭଲ କାମ ହେଉଛି । ସମସ୍ତେ ସହଯୋଗର ହାତ ବଢାନ୍ତୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ଧନ୍ୟବାଦ ଦିଅନ୍ତୁ । ଏହା ସୌଜନ୍ୟତାର କଥା । ଯାହା ଦାବି ଅଛି ତାହା ଲେଖିକି ଦିଅନ୍ତୁ । ମୋର ଆଶା କେନ୍ଦ୍ର ସରକାର ନିଶ୍ଚୟ ପଦକ୍ଷେପ ନେବେ । କେଉଁ କେଉଁ ଯୋଜନାରେ କେତେ ଟଙ୍କା ଓଡିଶାକୁ ଦିଆଯାଇଛି ତାହା ସମସ୍ତେ ଜାଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି