Masthead

ଭୟଙ୍କର ହେଉଛି ‘ୟାଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଲା । ଗଭୀର ଅବପାତ କିଛି ସମୟ ପରେ ବାତ୍ୟାରେ ପରିଣତ ହେବ । ପାରାଦୀପ ଠାରୁ ୫୪୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବରେ ରହିଛି । ବାଲେଶ୍ୱର ଠାରୁ ୬୫୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବରେ ରହିଛି ଏହି ବାତ୍ୟା । ଦୀଘାଠାରୁ ୬୫୦ କିଲୋମିଟରର ଦୂରରେ ରହିଛି ବାତ୍ୟାର ଅବସ୍ଥିତି । ୬ଘଣ୍ଟା ହେଲା ଘଣ୍ଟା ପ୍ରତି ୪କିମି ବେଗରେ ଗତି କରୁଛି । ୨୬ସକାଳେ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ । ୨୬ ସନ୍ଧ୍ୟାରେ ପାରାଦୀପ-ସାଗର ଦୀପ ମଧ୍ୟରେ ଲ୍ୟାଣ୍ଡଫଲ୍ ।

ଲ୍ୟାଣ୍ଡଫଲ ବେଳେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିମି ବେଗରେ ପବନ ବହିବ । ଆଜି ସନ୍ଧ୍ୟାରୁ ଉପକୂଳରେ ୪୦-୫୦ କିମି ବେଗରେ ପବନ ବହିବ । ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖରେ ୧୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କାଲିଠାରୁ ୧୧ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ । ୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ । ଅନ୍ୟ ୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ୩ ଜିଲ୍ଲା- ମୟୁରଭଞ୍ଜ, ଢେଙ୍କାନାଳ ଓ ଗଞ୍ଜାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା