Masthead

ଭୟଙ୍କର ଗର୍ଜନ କରି ମାଡି ଆସୁଛି ‘ୟାଶ’

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଭୟଙ୍କର ଗର୍ଜନ କରି ଆଗକୁ ଆଗକୁ ମାଡ଼ି ଆସୁଛି ବାତ୍ୟା ‘ୟାଶ୍’ । ଦୂରତା ଯେତିକି କମୁଛି, ମନରେ ଭୟ ସେତିକି ବଢୁଛି । ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ପବନର ବେଗ ବଢିବାରେ ଲାଗିଛି । ତା’ସାଙ୍ଗକୁ ବର୍ଷା ବି ବଢ଼ିବାରେ ଲାଗିଛି । ବୁଧବାର ଭଦ୍ରକ-ବାସୁଦେବପୁରରୁ-ବାହାନାଗା ମଧ୍ୟରେ ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି ।

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୪୦ରୁ ୧୫୫ କିଲୋମିଟର ରହିବ । ଲ୍ୟାଣ୍ଡଫଲ ସମୟରେ ଘଣ୍ଟା ପ୍ରତି ୧୮୦ କିଲୋମିଟର ବେଗରେ ରହିପାରେ ପବନର ବେଗ । ବୁଧବାର ଭୋର ୪ଟାରୁ ସକାଳ ୮ଟା ଭିତରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି । କିଛିକିଛି ସ୍ଥାନରେ ୪ ମିଟର ପର୍ୟ୍ୟନ୍ତ ଜୁଆର ଉଠିବା ମଧ୍ୟ କୁହାଯାଉଛି । ଖାସକରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବାତ୍ୟା ପ୍ରଭାବ ଦେଖିବାକୁ ମିଳବ ବୋଲି କହିଛନ୍ତି ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ