Masthead

ମହାବାତ୍ୟାର ରୂପ ନେବନି ‘ୟାଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପାରାଦ୍ୱୀପ ଠାରୁ ୩୮୦ କିଲୋମିଟର ଦୂରରେ ରହିଛି ବାତ୍ୟା ‘ୟାଶ୍’ । ଏହି ବାତ୍ୟା ଏବେ ଘନିଭୂତ ହୋଇ ପ୍ରବଳ ବାତ୍ୟାରେ ପରିଣତ ହୋଇଛି । ସନ୍ଧ୍ୟା ସୁଦ୍ଧା ସିଭିଅର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବାତ୍ୟା । ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଭୋରୁ ଧାମରା-ଚାନ୍ଦବାଲି ନିକଟରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଦ୍ୱିପ୍ରହର ବେଳକୁ ବାଲେଶ୍ୱର-ଧାମରା ମଧ୍ୟରେ ଗତି କରିବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ରହିବ । ଏହାର ପ୍ରଭାବରେ ଆଜି ମଧ୍ୟରାତ୍ରୀରୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକରେ ପବନ ବଢ଼ିବାରେ ଲାଗିବ ।

କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପବନରେ ବେଗ ଅଧିକ ରହିବ । ବାତ୍ୟାର ଆଖି ବାଲେଶ୍ୱର-ଧାମରା ମଧ୍ୟରେ ଉପକୂଳ ଦେଇ ଗତି କରିବ । ତେବେ ଏହା ଭେରୀ ସିଭିୟର ସାଇକ୍ଳୋନ୍ କିନ୍ତୁ ଏହା ଅତି ଭୀଷଣ ବାତ୍ୟାର ରୂପ ନେବ ନାହିଁ କି ଏହା ମାହାବାତ୍ୟାର ରୂପ ନେବନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ