Masthead

ସ୍ଥାୟୀ ପ୍ରତିକାର ଓ ବାଇପାସ ନିର୍ମାଣ ଦାବିରେ ୬ ଘଣ୍ଟା ଯଶୀପୁର ବନ୍ଦ

କରଞ୍ଜିଆ(ବଡ଼ ଖବର ବ୍ୟୁରୋ): ଆଜି ୬ ଘଣ୍ଟିଆ ଯଶୀପୁର ବନ୍ଦ । ଯଶିପୁରର ମୁଖ୍ୟ ବଜାର ଦେଇ ଯାଇଥିବା ଖାଲ ଖମାରେ ଭର୍ତ୍ତି୪୯ନଂ ଜାତୀୟ ରାଜପଥର ସ୍ଥାୟୀ ପ୍ରତିକାର ଓ ଯଥାଶୀଘ୍ର ଜମି ଅଧିଗ୍ରହଣ କରି ବାଇପାସ ନିର୍ମାଣ ସମ୍ପୂର୍ଣ୍ଣ କରିବା ଦାବିରେ ସକାଳ ୬ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ପର‌୍ୟ୍ୟନ୍ତ ବିଜେପି ପକ୍ଷରୁ ଯଶିପୁର ବନ୍ଦ ପାଳନ କରାଯାଇଛି ।

୪୯ ନଂ ଓ ୨୨୦ ନଂ ଜାତୀୟ ରାଜପଥର ଉଭୟ ପାର୍ଶ୍ଵରେ ଶହ ଶହ ଗାଡି ଅଟକି ରହିଥିବା ବେଳେ ଗମନାଗମନ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଯଶୀପୁର ବିଧାୟକ ଗଣେଶ ରାମସିଂ ଖୁଣ୍ଟିଆଙ୍କ ନେତୃତ୍ୱରେ ଅନେକ ବିଜେପି କର୍ମୀ ଏହି ବନ୍ଦରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ