Masthead

ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଦଳିବ ପାଗ । ତାତିରୁ ମିଳିବ ଆଶ୍ୱସ୍ତି । ସକ୍ରିୟ ହେଉଛି ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏଥିପାଇଁ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବିଶେଷକରି ଦକ୍ଷିଣ ଓଡିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

୧୬ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ ୯ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି । ୧୨ ଜିଲ୍ଲାକୁ ବଜ୍ରପାତ ପାଇଁ ଆଲର୍ଟ ଜାରି ହୋଇଛି । କାଲିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା