Masthead

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ୧୦ ଦିନ ହେବ ଘନ କୁହୁଡ଼ି । ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ହୋଇପାରେ ।

୧୭ ତାରିଖ ଭୋର ସମୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। ତେଣୁ ଏସଆରସିଙ୍କ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷରେ ଗତ ଦୁଇ ଦିନ ହେଲା ରାଜ୍ୟର କିଛି ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା