Masthead

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ୧୦ ଦିନ ହେବ ଘନ କୁହୁଡ଼ି । ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ହୋଇପାରେ ।

୧୭ ତାରିଖ ଭୋର ସମୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। ତେଣୁ ଏସଆରସିଙ୍କ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷରେ ଗତ ଦୁଇ ଦିନ ହେଲା ରାଜ୍ୟର କିଛି ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା