Masthead

୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ମୟୂରଭଂଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଆସନ୍ତା କାଲି ପାଇଁ ମଧ୍ୟ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଉପକୂଳରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୩ ତାରିଖରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ