୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ ।  ୧୨ରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା  ।  ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୯ରୁ  ୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି  ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ । ୯ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର  ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ  ପରିମାଣର ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ସତର୍କ ସୂଚନା ଜାରି କରିଛି। ରାଜ୍ୟର ୬ ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି । ସେଗୁଡିକ ହେଉଛି ସୁନ୍ଦରଗଡ଼ , କେନ୍ଦୁଝର, ମୟୂରଭଞ୍ଜ , ବାଲେଶ୍ଵର, ଭଦ୍ରକ ଏବଂ ଅନୁଗୁଳ । ରାଜ୍ୟର ବାକି ସମସ୍ତ ଜିଲ୍ଲାରେ ପାଣିପାଗ ସ୍ଵାଭାବିକ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ