Masthead

କଲବଲ କରୁଛି ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜଳୁଛି ଓଡ଼ିଶା । କଲବଲ କରୁଛି ଖରା । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜଲ୍ଲା ପାଇଁ ହିଟୱେବ୍ ସତର୍କତା ଜାରି କରାଯାଇଛି । ବାରିପଦା କିମ୍ବା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାରଦ ଅଧିକ ରହିବ । ଭୁବନେଶ୍ୱର ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ପାଣିପାଗ ବିଭାଗର ପୂର୍ବାନୁମାନ ଆହୁରି ୨ ଦିନ ତାତିରୁ ମୁକ୍ତି ମିଳିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା