Masthead

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଯାହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ