Masthead

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଯାହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା