କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ, ଗଜପତି ଓ ଗଞ୍ଜାମ ଆଦି ଉପକୂଳ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ହେତୁ ଗୁଳୁଗୁଳି ଏହି ଅଞ୍ଚଳରେ ଅଧିକ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଫଳରେ ତାପମାତ୍ରାଠାରୁ ଅଧିକ ଗରମ ଅନୁଭୂତ ହେଉଛି । ଆସନ୍ତାକାଲି ମଧ୍ୟ ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅଧିକ ଆର୍ଦ୍ରତା ଯୋଗୁଁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ରେକର୍ଡ ହୋଇଛି ।

କାଳବୈଶାଖୀ ବର୍ଷା ନେଇ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି ଓ କୋରାପୁଟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହୋଇପାରେ । ଏଣୁ ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଅନ୍ୟପଟେ ଗତକାଲି ଅପେକ୍ଷା ଆଜି ରାଜ୍ୟର ଦିନ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!