Masthead

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ଝାଡ଼ଖଣ୍ଡ  ଓ ଏହାର ନିକଟବର୍ତ୍ତୀ ବିହାର ଉପରେ ଏକ ଲଘୁଚାପ ରହିଥିବାବେଳେ ଦକ୍ଷିଣ ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ପୁଣି ସୃଷ୍ଟି ହୋଇଛି । ଏହା ଉତ୍ତର ପୂର୍ବ ଆରବସାଗର ଅଭିମୁଖେ  ଗତି କରିବ ବୋଲି  ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଏହି ଘୂର୍ଣ୍ଣିବଳୟ ୫ ତାରିଖ ପର୍ଯ୍ୟନ୍ତ ଉତ୍ତର ପଶ୍ଚିମ ଉପରେ ରହିବ । ତେବେ ଏହା ସମ୍ପର୍ଣ୍ଣ ପ୍ରତ୍ୟାହୃତ ହେବାକୁ ଆଉ ସପ୍ତାହେ ଲାଗିବ । ଲଘୁଚାପ ପାଇଁ ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୁରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା