Masthead

କରୋନା ସୁସ୍ଥଙ୍କ ଯୋଗ ଶିବିର

କୋଣାର୍କ (ବଡ ଖବର ବ୍ୟୁରୋ): କରୋନାରୁ ସୁସ୍ଥ ହୋଇ ଫେରିଥିବା 200 ଜଣଙ୍କ ନିଆରା ପ୍ରୟାସ । ଆଜି ଜାତୀୟ ଆୟୁର୍ବେଦ ଦିବସ ଅବସରରେ କୋଣାର୍କ ରାମଚଣ୍ଡୀ ମୁହାଣ ନିକଟରେ କୋଭିଡ ସୁସ୍ଥଙ୍କୁ ନେଇ ଆୟୋଜିତ ହେଉଛି ଯୋଗ ଶିବିର । ପୁରୀ ଜିଲ୍ଲାପାଳ ବଲଓ୍ବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଆୟୁଷ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ଶିବିରର ମୂଳ ଲକ୍ଷ୍ୟ ସୁସ୍ଥ ଓ ନିରାମୟ ଜୀବନଯାପନ । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଅନେକ ଯୋଗ ଗୁରୁଙ୍କ ଦ୍ଵାରା ରାମଚଣ୍ଡୀ ମୁହାଣରେ ଏହି ଶିବିର ଆୟୋଜିତ ହୋଇଛି । କୋଭିଡ ସଂକ୍ରମଣରୁ ନିଜକୁ କିଭଳି ରକ୍ଷା କରିହେବ ସେନେଇ ଶିବିରରେ ସଚେତନ କରିଛନ୍ତି ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ