Masthead

ବଢିଲା ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବ୍ୟବସ୍ଥା

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉମେଶ ପାଲ ହତ୍ୟାକାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କୋଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଏହାପରେ ସାରା ଦେଶରେ ଏହି ଘଟଣାକୁ ନେଇ ଚର୍ଚ୍ଚା ଯୋର ଧରିଥିବା ବେଳେ ରାଜନୀତି ବି ହୋଇଛି ସରଗରମ। କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ପ୍ରଦେଶ ସରକାର ସମସ୍ତେ ଏବେ ଆକ୍ସନ ମୁଡରେ ରହିଛନ୍ତି।

ଉତ୍ତର ପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତି ଯେମିତି ବିଗିଡି ନ ଯାଏ ସେଥିପ୍ରତି ନଜର ଦିଆଯାଉଛି। ଏହାରି ଭିତରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟ ସମସ୍ତ ମନ୍ତ୍ରୀଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ଏମିତିକି କାହୁକୁ ସାକ୍ଷାତ କରିବାକୁ ଅନୁମତି ନ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ