Masthead

ବଢିଲା ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବ୍ୟବସ୍ଥା

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉମେଶ ପାଲ ହତ୍ୟାକାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କୋଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଏହାପରେ ସାରା ଦେଶରେ ଏହି ଘଟଣାକୁ ନେଇ ଚର୍ଚ୍ଚା ଯୋର ଧରିଥିବା ବେଳେ ରାଜନୀତି ବି ହୋଇଛି ସରଗରମ। କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ପ୍ରଦେଶ ସରକାର ସମସ୍ତେ ଏବେ ଆକ୍ସନ ମୁଡରେ ରହିଛନ୍ତି।

ଉତ୍ତର ପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତି ଯେମିତି ବିଗିଡି ନ ଯାଏ ସେଥିପ୍ରତି ନଜର ଦିଆଯାଉଛି। ଏହାରି ଭିତରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟ ସମସ୍ତ ମନ୍ତ୍ରୀଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ଏମିତିକି କାହୁକୁ ସାକ୍ଷାତ କରିବାକୁ ଅନୁମତି ନ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର