Masthead

ଆଜି ୧୨ଟି ବିକାଶମୂଳକ ପ୍ରକଳ୍ପ ଉଦଘାଟନ କରିବେ ଯୋଗୀ

ଗୋରଖପୁର(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶରେ ଆଉ କିଛି ଦିନ ପରେ ନିର୍ବାଚନ ହେବାକୁ ଯାଉଛି । ଏନେଇ ସମସ୍ତ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ଉଠିଛନ୍ତି । କିଏ ମହିଳାମାନଙ୍କୁ ନେଇ ରାଜନୀତି କରୁଛି ତ ଆଉ କିଏ ବିକାଶମୂଳକ କାମ କରି । ଏହା ମଧ୍ୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏକ ସରକାରୀ ମେଡିକାଲ କଲେଜର ମୂଳଦୁଆ ପକାଇବାର କଥା ସାମ୍ନାକୁ ଆସିଛି । କେବଳ ଏତିକି ନୁହେଁ ବରଂ ୧୦୯ କୋଟି ଟଙ୍କା ମୂଲ୍ୟର ୧୨ ଟି ବିକାଶମୂଳକ ଯୋଜନାର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ସୂଚନା ମିଳିଛି । ସେପଟେ ସକାକାରୀ ମେଡିକାଲ କଲେଜରେ ପାଞ୍ଚଶହ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ଲାଇବ୍ରେରୀ, ବହୁମୁଖୀ ହଲ ଏବଂ ଜିମ ଆଦି ନିର୍ମାଣ ହେବ ।

କେବଳ ଏତିକି ନୁହେଁ ବରଂ ୨୦୨୨-୨୩ ଏକାଡେମିକ ଅଧିବେଶନରୁ ଏମବିବିଏସର ୧୦୦ ଟି ସିଟ ଆଡମିଶନ ବ୍ୟତୀତ ନିର୍ମାଣ କାର୍ଯ୍ୟ ଅନ୍ତର୍ଭୂକ୍ତ କରାଯାଇଛି । ତେବେ କାକୋର ମୁଖ୍ୟାଳୟରେ ଅବସ୍ଥିତ ତିରଙ୍ଗା ମଇଦାନରେ ଆୟୋଜିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ରାଜ୍ୟ କୃଷିମନ୍ତ୍ରୀ ଲଖନ ସିଂହ ରାଜପୁତ, ସାଂସଦ ଡକ୍ଟର ରାମଶଙ୍କର କ୍ୟାଥେରିଆ, ସାଂସଦ ସୁବ୍ରତ ପାଠକ, ରାଜ୍ୟସଭା ସାଂସଦ ଗୀତା ଶାକିଆ, ବିଧାୟକ ବିନୟ ଶାକିଅ।। ମଧ୍ୟ ଯୋଗଦେବେ ବୋଲି ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି