Masthead

ଆଗୁଆ ନେଇ ପାରିବେ କୋଭିସିଲ୍ଡ ଟିକାର ଦ୍ୱିତୀୟ ଡୋଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଗୁଆ ନେଇ ପାରିବେ କୋଭିସିଲ୍ଡ ଟିକାର ଦ୍ୱିତୀୟ ଡୋଜ । ବିଦେଶକୁ ଯାଉଥିଲେ ଟିକାର ଦ୍ୱିତୀୟ ଡୋଜ ଆଗୁଆ ନେଇପାରିବେ । ଚାକିରି କିମ୍ବା ପାଠ ପଢିବାକୁ ଯାଉଥିଲେ ୨୮ ଦିନ ପରେ ଦ୍ୱିତୀୟ ଡୋଜ ପାଇଁ ଅନୁମତି ଦିଆଯାଇଛି । ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଟୋକିଓ ଅଲମ୍ପିକ୍ସ ପାଇଁ ଭାରତୀୟ ଦଳରେ ସାମିଲ ହୋଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସୁବିଧା ମିଳିବ ।

ସେମାନେ ୨୮ ଦିନ ପରେ ଏବଂ ୮୪ ଦିନ ପୂର୍ବରୁ ଟିକାର ଦ୍ୱିତୀୟ ଡୋଜ୍ ନେଇ ପାରିବେ । କୋଭିସିଲ୍ଡ୍ ଟିକାର ଦ୍ୱିତୀୟ ଡୋଜ୍ ୮୪ ଦିନ ପରେ ନେବା ପାଇଁ ନିୟମ ରହିଛି । ତେବେ ବିଦେଶ ଯିବାକୁ ଥିଲେ ଏଥିରେ କୋହଳ କରାଯାଇଛି । ଏ ନେଇ ସବୁ ଜିଲ୍ଲାପାଳ ଓ ମୁନିସିପାଲ୍ କମିସନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ