Masthead

ଭିଡ଼କୁ ଦେଖି ସଚେତନ ରହିବା ଦରକାର: ଡିଏମଇଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ ତାରିଖରେ ହେବ ଜୁନିଅର ପୁରୁଷ ହକି ବିଶ୍ଵକପ । ଯାହାକୁ ନେଇ ଡିଏମଇଟି ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେତେକ ଇଣ୍ଟେରନ୍ୟାସନାଲ ସ୍ପୋର୍ଟ୍ସ ଇଭେଣ୍ଟ ହେଉଛି ସେଥିପାଇଁ ସ୍ୱତନ୍ତ୍ର ଗାଇଡଲାଇନ ଆସେ, ସେହି ଅନୁସାରେ ଖେଳ ହୁଏ ।

ତେଣୁ ଖେଳକୁ ନେଇ କିଛି ଆଗ୍ରହୀ ଦର୍ଶକ ଭିଡ଼ କରାଇ ପାରନ୍ତି ତେଣୁ ସଚେତନ ରହିବାକୁ ପଡିବ । ହକି ଫେଡେରେସନ ଯାହା ଗାଇଡଲାଇନ ଦେବେ ସେହି ଅନୁସାରେ କଳିଙ୍ଗ ଷ୍ଟାଡିଅମରେ ଖେଳ ହେବ । ଆମେ ଯଦି ସତର୍କ ଭାବେ ନିୟମ ପାଳନ କରିବା ତେବେ ବିଶ୍ୱକପ ଖେଳରେ ଓଡ଼ିଶା ପାଇଁ କିଛି ବିପଦ ରହିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି