ସରକାରୀ ସ୍ଲୁଲରେ ପଢିଲେ ପାଇବ ଏଇସବୁ ସୁବିଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ସରକାରୀ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ୍‌ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ୧୫% ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ମେଡିକାଲ୍‌ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ ୧୫% ସଂରକ୍ଷଣ ନେଇ କିଛିଦିନ ତଳେ ବିଧାନସଭାରେ ସଂକଳ୍ପ ପାରିତ ହୋଇଥିଲା। ହାଇ ପାଓ୍ୱାର କମିଟିର ସୁପାରିଶ ଅନୁସାରେ ବିଧାନସଭାରେ ସଂକଳ୍ପ ଅଣାଯାଇଥିଲା। ମୁଖ୍ୟମନ୍ତ୍ରୀ ଏହି ସଂକଳ୍ପ ଆଗତ କରିଥିଲେ। ସରକାରୀ ସ୍କୁଲରେ ପଢ଼ିବା ଲାଗି ଉତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। କିଛି ମାସ ପୂର୍ବରୁ ଏନେଇ ରାଜ୍ୟ ସରକାର ପ୍ରସ୍ତାବ ଆଣିଥିଲେ। ପ୍ରସ୍ତାବର ସମୀକ୍ଷା ପାଇଁ ହାଇ ପାଓ୍ୱାର କମିଟି ଗଠନ କରାଯାଇଥିଲା। କମିଟିର ରିପୋର୍ଟ ଅନୁସାରେ, ସଂକଳ୍ପ ଅଣାଯାଇଥିଲା ଓ ବିଧାନସଭାରେ ଏହା ପାରିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!