Masthead

ଥାନା ଭିତରେ ଯୁବକଙ୍କ ଆତ୍ମହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଥାନା ଭିତରେ ଯୁବକଙ୍କ ଆତ୍ମହତ୍ୟା । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଲନ୍ଥରା ଥାନାରେ । ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲା ଗୋଲାନ୍ଥରା ଥାନାରେ ଏକ ଘରୋଇ ମାମଲାରେ ଥାନାକୁ ଆସିଥିବା ରଙ୍ଗିପୁର ଗ୍ରାମର ଗଣେଶ ବେହେରା ମହିଳା ଓ ଶିଶୁ ଡେସ୍କ ଭିତରେ ନିଜେ ପିନ୍ଧିଥିବା ବେଲଟକୁ ବେକରେ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛି ପୋଲିସ ।

ପୋଲିସ ଗଣେଶ କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ଆଣିବା ପରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଏହି ଘଟଣା ପରେ ଥାନା ଭିତରେ ଜଣେ କିଭଳି ଆତ୍ମହତ୍ୟା କରିପାରିଲା ତାହାକୁ ନେଇ ସନ୍ଦେହ ପ୍ରକାଶ ପାଉଛି। ଏହାର ତଦନ୍ତ କରିବା ଆବଶ୍ୟକତା ରହିଛି ବୋଲି ପରିବାର ପକ୍ଷରୁ ଦାବି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ