Masthead

ଥାନା ଭିତରେ ଯୁବକଙ୍କ ଆତ୍ମହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଥାନା ଭିତରେ ଯୁବକଙ୍କ ଆତ୍ମହତ୍ୟା । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଲନ୍ଥରା ଥାନାରେ । ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲା ଗୋଲାନ୍ଥରା ଥାନାରେ ଏକ ଘରୋଇ ମାମଲାରେ ଥାନାକୁ ଆସିଥିବା ରଙ୍ଗିପୁର ଗ୍ରାମର ଗଣେଶ ବେହେରା ମହିଳା ଓ ଶିଶୁ ଡେସ୍କ ଭିତରେ ନିଜେ ପିନ୍ଧିଥିବା ବେଲଟକୁ ବେକରେ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛି ପୋଲିସ ।

ପୋଲିସ ଗଣେଶ କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ଆଣିବା ପରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଏହି ଘଟଣା ପରେ ଥାନା ଭିତରେ ଜଣେ କିଭଳି ଆତ୍ମହତ୍ୟା କରିପାରିଲା ତାହାକୁ ନେଇ ସନ୍ଦେହ ପ୍ରକାଶ ପାଉଛି। ଏହାର ତଦନ୍ତ କରିବା ଆବଶ୍ୟକତା ରହିଛି ବୋଲି ପରିବାର ପକ୍ଷରୁ ଦାବି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା